ଏସସି, ଏସଟି କଲ୍ୟାଣ କମିଟି ଅଧ୍ୟକ୍ଷଙ୍କ ଜାତୀୟ ସମ୍ମିଳନୀରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ

ଜନଜାତିଙ୍କୁ ଗୁଣାତ୍ମକ ଶିକ୍ଷା ଦେବା ସହ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ସମାଜ ଗଠନ କରିବା ଆମ ପ୍ରତିବଦ୍ଧତା: ଧର୍ମେନ୍ଦ୍ର ପ୍ରଧାନ