ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସ୍ୱର୍ଗତଃ ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜନ୍ମଜୟନ୍ତୀ…

ଡ.ଶ୍ୟାମାପ୍ରସାଦ ମୁଖାର୍ଜୀ ପାର୍କରେ ଥିବା ପ୍ରତିମୂର୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ବିଜେପି ନେତୃବୃନ୍ଦ