ସଡ଼କ ସୁରକ୍ଷା ସଚେତନତା ଦିଗରେ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ  ‘ସୁରକ୍ଷିତ ଯାତ୍ରା’ର ଶୁଭାରମ୍ଭ

ଦେଶର ୩୦ କୋଟି ଶିଶୁ ଏବଂ ଯୁବବର୍ଗଙ୍କୁ ସଡ଼କ ସୁରକ୍ଷା ପ୍ରତି ସଚେତନ କରିବା ଶିକ୍ଷା ବିଭାଗର ଦାୟିତ୍ୱ: ଧର୍ମେନ୍ଦ୍ର ପ୍ରଧାନ