ଭୁବନେଶ୍ୱରସ୍ଥିତ ରାମକୃଷ୍ଣ ମିଶନରେ ପାଳିତ ଜାତୀୟ ଯୁବ ଦିବସରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଯୁବ ସମାଜ ଆମ ଭାଷା, ସାହିତ୍ୟ, ସଂସ୍କୃତି ଓ ଦର୍ଶନ ତତ୍ତ୍ୱକୁ ଜାଣିବା ଓ ଏହାର ପ୍ରଚାର ପ୍ରସାର କରିବା ଆବଶ୍ୟକ: ମୁଖ୍ୟମନ୍ତ୍ରୀ