ଲଘୁଚାପ ପରେ ଲଘୁଚାପ

ଲଘୁଚାପ ପରେ ଲଘୁଚାପ । ଏ ଲଘୁଚାପ ପ୍ରକୋପ ସରିନି, ଆଉ ଗୋଟିଏ ଦାନା ବାନ୍ଧିଲାଣି । ତା’ ପଛକୁ ପୁଣି ଗୋଟିଏ ଆସିବ । ଆସନ୍ତା ୧୩ରେ ଆସିବ…