ରକ୍ଷାବନ୍ଧନ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ରକ୍ଷା ବନ୍ଧନ ଶୁଭେଚ୍ଛା ଜଣାଇଛନ୍ତି।

ଆସନ୍ତାକାଲି ରକ୍ଷାବନ୍ଧନ

ଭୁବନେଶ୍ବର;୨୯/୮: ଆସନ୍ତାକାଲି ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ତେବେ ଜରୁରୀ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ମୁଖ୍ୟମନ୍ତ୍ରୀ ଆସନ୍ତା କାଲି ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ଭାଗ ନେବେ ନାହିଁ। ପ୍ରତିବର୍ଷ ରକ୍ଷା ବନ୍ଧନ ଅବସରରେ ନବୀନ ନିବାସରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଏ।