ଓଡ଼ିଶା ପଣ୍ୟଗାର ନିଗମ ଅଧ୍ୟକ୍ଷ ମହେନ୍ଦ୍ର ବଢାଇଙ୍କ ପରଲୋକ

ଓଡ଼ିଶା ପଣ୍ୟଗାର ନିଗମ ଅଧ୍ୟକ୍ଷ ମହେନ୍ଦ୍ର ବଢାଇଙ୍କ ପରଲୋକ।

ଚିକିତ୍ସାଧିନ ଅବସ୍ଥାରେ ବିୟୋଗ

ଭୁବନେଶ୍ୱର,୮/୯: ଓଡ଼ିଶା ପଣ୍ୟଗାର ନିଗମ ଅଧ୍ୟକ୍ଷ ମହେନ୍ଦ୍ର ବଢାଇଙ୍କ ପରଲୋକ। ମୃତ୍ୟୁବେଳକୁ ତାଙ୍କୁ ୫୨ ବର୍ଷ ବୟସ ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ହଠାତ ଅସୁସ୍ଥ ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି।