ବିଜେଡିର ପୂର୍ବତନ ସମ୍ପାଦକଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର

ବିଜେଡିର ପୂର୍ବତନ ସମ୍ପାଦକ ସ୍ୱାକ୍ଷର ରଞ୍ଜନ ମହାନ୍ତିଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରାଯାଇଛି ।

ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାର ଦସ୍ତଖତରେ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୧୮/୦୯: ବିଜୁ ଜନତା ଦଳ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାର ବରିଷ୍ଠ ନେତା ତଥା ପୂର୍ବତନ ସମ୍ପାଦକ ଶ୍ରୀଯୁକ୍ତ ସ୍ୱାକ୍ଷର ରଞ୍ଜନ ମହାନ୍ତିଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରାଯାଇଛି । ଭୁବନେଶ୍ୱର ଜିଲ୍ଲା ସାଂଗଠନିକ ଜିଲ୍ଲା ସଭାପତି ସୁଶାନ୍ତ କୁମାର ରାଉତଙ୍କ ଦସ୍ତଖତରେ ଏକ ବିଜ୍ଞପ୍ତି ଜାରି କରାଯାଇଛି ।