ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ ଯୋଗେ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

୩ ରାଜ୍ୟରେ ବିଜେପି ଗଢିଲା ସରକାର

ଭୁବନେଶ୍ବର, ୦୪/୧୨/୨୩: ମଧ୍ୟପ୍ରଦେଶ, ଛତିଶଗଡ ଓ ରାଜସ୍ଥାନ ପାଇଁ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିଜେପିର ବିଜୟ ପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଆଜି ସକାଳେ ଟେଲିଫୋନ ଯୋଗେ କଥା ହୋଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଶ୍ରୀ ପଟ୍ଟନାୟକ।