ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ନିର୍ବାଚନ ଆଚରଣବିଧି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ।

ନିର୍ବାଚନ ପାଇଁ ବନ୍ଦ ରହିବ ଅଭିଯୋଗ ଶୁଣାଣି

ଭୁବନେଶ୍ବର, ୧୭/୦୩/୨୦୨୪: ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଛି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ।