ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାକୁ ଦିଲ୍ଲୀ ଗଲେ ବିଧାୟକ ଟିମ୍

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାକୁ ଦିଲ୍ଲୀ ଗଲେ ବିଧାୟକ ଦଳ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ବରେ ବିଧାୟକ ଟିମ୍ ଦିଲ୍ଲୀ ଗସ୍ତରେ ଗଲେ ।

ଏହି ଟିମ୍‌ରେ ବାଚସ୍ପତିଙ୍କ ସହ ୧୫ ଜଣ ବିଜେଡି ବିଧାୟକ ଏବଂ ୨ ଜଣ କଂଗ୍ରେସ ବିଧାୟକ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ।

ସେପଟେ ସନ୍ଧ୍ୟାରେ ବିଜେପି ବିଧାୟକମାନେ ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି ।