ଦଳମତ ନିର୍ବିଶେଷରେ ସମସ୍ତ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳି ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି ନବୀନ ପଟ୍ଟନାୟକ।

ବିଜେଡ଼ି କର୍ମୀଙ୍କ ନିଷ୍ଠାପର ଉଦ୍ୟମକୁ ପ୍ରଶଂସା

ଭୁବନେଶ୍ବର, ୦୪/୦୬: ଦଳମତ ନିର୍ବିଶେଷରେ ସମସ୍ତ ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏକ୍ସ ଜରିଆରେ ନବୀନ ସମସ୍ତ ବିଜୁ ଜନତା ଦଳର କର୍ମକର୍ତ୍ତା ଓ ନେତାଙ୍କୁ ସେମାନଙ୍କ ଉତ୍ସର୍ଗୀକୃତ ପ୍ରୟାସ ଓ ବଳିଦାନ ପାଇଁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି।