ଭୁବନେଶ୍ୱର, ୧୫/୧୧: ଆସନ୍ତା ନଭେମ୍ବର ୧୮ ତାରିଖ ଏବଂ ନଭେମ୍ବର ୨୫ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏହି ଦିନମାନଙ୍କରେ ୟୁନିଟ-୫ ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ମିଳିଛି।
Prev Post