ଭୁବନେଶ୍ୱର, ୧୭/୦୨: ବିଧାନସଭାର ବଜେଟ୍ ଅଧିବେଶନ ଚାଲୁଥିବା ବେଳେ ଆଜି ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଅପରାହ୍ନରେ ବଜେଟ୍ ଆସିବ। ବଜେଟ୍ ଉପସ୍ଥାପନ କରିବା ପୂର୍ବରୁ ରାଜଭବନ ପରିସରରେ ମାନ୍ୟବର ରାଜ୍ୟପାଳ ଡଃ ହରିବାବୁ କମ୍ଭମ୍ ପାଟିଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ କପି ପ୍ରଦାନ କରିଛନ୍ତି।
Prev Post
Next Post