ଆଇଏଏସ ସ୍ତରରେ ଅଦଳବଦଳ

ଆରାଧନା ଦାସ ଗୃହ ବିଭାଗର ଯୁଗ୍ମ ସଚିବ

ଭୁବନେଶ୍ୱର, ୧୦/୦୪: ଗୁରୁବାର ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବିଜ୍ଞପ୍ତି ଅନୁସାରେ, ବର୍ତ୍ତମାନ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆରାଧନା ଦାସଙ୍କୁ ଗୃହ ବିଭାଗର ଯୁଗ୍ମ ସଚିବ ଭାବରେ ନିଯୁକ୍ତ କରାଯାଇଛି। ଧରମ ହାଂସଦାଙ୍କୁ ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ, ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ କରାଯାଇଛି।

ନିମ୍ନରେ ଅନ୍ୟ ଆଇଏଏସ ଅଫିସର ବଦଳି ସମ୍ପର୍କରେ ସମ୍ପୂର୍ଣ୍ଣ ବିବରଣୀ