ଆଇଏଏସ ନିକୁଞ୍ଜ ଧଳଙ୍କୁ ଗୁରୁ ଦାୟିତ୍ୱ

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇଏଏସ ଅଧିକାରୀ

ଭୁବନେଶ୍ୱର, ୧୮/୦୪: କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇଏଏସ ନିକୁଞ୍ଜ ଧଳ। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ଧଳଙ୍କୁ କେନ୍ଦ୍ର ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି ମିଳିଛି। ଏହା ପୂର୍ବରୁ ରାଜ୍ୟ ନିର୍ବାଚନ ଅଧିକାରୀ ଦାୟିତ୍ୱରେ ଥିଲେ ନିକୁଞ୍ଜ ଧଳ।