ଭୁବନେଶ୍ୱର, ୨୩/୦୪: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ଯେ, ମୋଟ ୫ଟି ବିଭାଗର ୬ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଗୁଡ଼ିକ ଆଲୋଚନା ପରେ ଅନୁମୋଦନ କରାଯାଇଥିଲା।
Prev Post
Next Post