ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକ

୫ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର, ୨୮/୦୫: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ୨୦ତମ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ କ୍ୟାବିନେଟ ବୈଠକରେ ୫ଟି ପ୍ରସ୍ତାବ ପାରିତ ହୋଇଥିବା ବେଳେ ୫ ପ୍ରସ୍ତାବରେ ମୋହର ବାଜିଛି। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ରାଜ୍ୟ ସରକାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି।