ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

PMO ପକ୍ଷରୁ ସୂଚନା

ଭୁବନେଶ୍ୱର, ୦୫/୦୬: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜେପି ସରକାରରୁ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ। ଏଣୁ ୧୧ କିମ୍ବା ୧୨ ତାରିଖରେ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।