ଆସନ୍ତାକାଲି ଏହି ଜିଲ୍ଲାରେ ସ୍କୁଲ ଛୁଟି

ପ୍ରବଳ ବର୍ଷା ଆଶଙ୍କା

ମୟୂରଭଞ୍ଜ, ୨୯/୦୬: ଆସନ୍ତାକାଲି ମୟୂରଭଞ୍ଜରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ।