ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷରୁ କ୍ଷତିପୂରଣ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସୂଚନା

ଭୁବନେଶ୍ୱର, ୧୫/୦୭: ଏଫ୍ଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ପରେ ତାଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର କ୍ଷତିପୂରଣ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ସୂଚନା ଦେଇଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ।