ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ

୧୩ଟି ପ୍ରସ୍ତାବ ଉପରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬/୦୭: ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୧୧ଟି ବିଭାଗର ୧୩ଟି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା।