ନାବାଳିକାଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ

୨ ଦିନ ପରେ ଜଙ୍ଗଲରୁ ଉଦ୍ଧାର

ଗଞ୍ଜାମ, ୧୯/୦୭: ପୁଣି ସାମନାକୁ ଆସିଛି ଆଉ ଏକ ଦୁଷ୍କର୍ମ ମାମଲା। ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ନାବାଳିକାଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ଆସିଛି‌। ଦୁଇ ଦିନ ପରେ ଜଙ୍ଗଲରୁ ଉଦ୍ଧାର ହୋଇଛନ୍ତି ନାବାଳିକା। ଏହି ଘଟଣାରେ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି।