ଭୁବନେଶ୍ୱର, ୧୬/୮: ରାଜଭବନରେ ୭୯ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ୧୫ ଅଗଷ୍ଟ ସକାଳେ ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ରୂପା ରୋଶନ ସାହୁ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ବାହିନୀ ପକ୍ଷରୁ ରାଷ୍ଟ୍ରୀୟ ସଲାମି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ରାଜଭବନର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇଥିଲେ ।
Next Post