ନୂଆଦିଲ୍ଲୀ, ୨୦/୮: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିଲେ NDA ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ। ୪ ସେଟ୍ ନାମାଙ୍କନ ପତ୍ର ଦାଖଲ କଲେ। ନୂଆଦିଲ୍ଲୀ ସଂସଦ ଭବନରେ ନାମାଙ୍କନ ଦାଖଲ କଲେ ରାଧାକ୍ରିଷ୍ଣନ। ନାମାଙ୍କନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ସିପି ରାଧାକ୍ରିଷ୍ଣନଙ୍କ ପାଇଁ ମୁଖ୍ୟ ପ୍ରସ୍ତାବକ ରହିଲେ ପ୍ରଧାନମନ୍ତ୍ରୀ ମୋଦି
Next Post