ଏହି ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା

ଭୁବନେଶ୍ୱର, ୨୯/୮: ଆଗାମୀ ସେପ୍ଟେମ୍ବର ୧ ତାରିଖ ସୋମବାର  ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।

ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ସେପ୍ଟେମ୍ବର ୧ ତାରିଖ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି।