ଭୁବନେଶ୍ୱର, ୧୨/୯: IAS ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବିଜ୍ଞପ୍ତି ଅନୁସାରେ, ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଭାବେ ଦାୟିତ୍ବ ମିଳିଛି। ଅଞ୍ଜନା ପଣ୍ଡା ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରେମଜିତ୍ ନାୟକଙ୍କୁ ST/SC ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ମିଳିବା ସହ ପି. ଅନ୍ୱେଷା ରେଡ୍ଡୀଙ୍କୁ IGR କଟକର ଅତିରିକ୍ତ ଦାୟିତ୍ୱ ମିଳିଛି।
Prev Post
Next Post