ଭୁବନେଶ୍ଵର, ୧୭/୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ବିଜେଡ଼ି। ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ରଣେନ୍ଦ୍ର ସ୍ବାଇଁ ଓ ନିରଞ୍ଜନ ପୂଜାରୀ ପ୍ରମୁଖଙ୍କ ନାଁ ରହିଛି।

Prev Post
Next Post
Recover your password.
A password will be e-mailed to you.