ଏହି ଦିନ ୪ ଜିଲ୍ଲାରେ ସରକାରୀ ଛୁଟି

ଘୋଷଣା କଲେ RDC

ଭୁବନେଶ୍ଵର, ୦୧/୧୧: ନଭେମ୍ବର ୩ ତାରିଖରେ ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାରେ ସରକାରୀ ଛୁଟି ଘୋଷଣା କରାଯାଇଛି। ଗଞ୍ଜାମ, ଗଜପତି, ନବରଙ୍ଗପୁର, ମାଲକାନଗିରି ଏବଂ କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଉପଖଣ୍ଡରେ ସରକାରୀ ଛୁଟି ଘୋଷଣା କରାଯାଇଛି। କାର୍ତ୍ତିକ ମାସ ଶେଷ ସୋମବାର ପାଇଁ ସ୍ଥାନୀୟ ଛୁଟି ଘୋଷଣା କଲେ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର (RDC)।