ଭୁବନେଶ୍ଵର, ୧୧/୧୧: ଗତକାଲି ଦିଲ୍ଲୀ ବିସ୍ଫୋରଣରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ପୂର୍ବକ ଲୋକସେବା ଭବନରେ ନିରବ ପ୍ରାର୍ଥନା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ପଞ୍ଚାୟତିରାଜ ଓ ପାନୀୟଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଏବଂ ବିଭାଗୀୟ ସଚିବ ଓ ଅଧିକାରୀମାନେ ଉପସ୍ଥିତ ଥିଲେ।
Prev Post