ଭୁବନେଶ୍ଵର, ୨୭/୧୧: ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଆଜିଠୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ଯାଏଁ ଚଳିତ ଅଧିବେଶନ। ପ୍ରଥମ ଦିନରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଥିଲା। ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୧ ମିନିଟ୍ର ନିରବ ପ୍ରାର୍ଥନା ପରେ ସାଢ଼େ ୪ ଯାଏଁ ଗୃହ ମୁଲତବି ରଖାଯାଇଛି। ଆଜି ଗୃହରେ ଅଭିଭାଷଣ ରଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
Next Post