ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

ଏକାଧିକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ

ଭୁବନେଶ୍ୱର, ୧୭/୦୨: ମାର୍ଚ୍ଚ ୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଶାହ।

ଓଡ଼ିଶାରେ ଦୁଇଟି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। କଟକ ମୁଣ୍ଡୁଳି ଯାଇ CRPF ପ୍ରତିଷ୍ଠା ଦିବସରେ ଯୋଗ ଦେବେ। ନକ୍ସଲ ଦମନ ଓ ଭାରତୀୟ ନ୍ୟାୟ ସଂହିତାର ସମୀକ୍ଷା କରିପାରନ୍ତି ଶାହ।