ବିଜେପିର ରାଜ୍ୟସଭା ପ୍ରାର୍ଥୀ ଘୋଷଣା ବିଜେପି କେନ୍ଦ୍ରୀୟ ନିର୍ବାଚନ ସମିତି ପକ୍ଷରୁ ନାମ ଘୋଷଣା By Darshana On Mar 3, 2026 143 0 ଭୁବନେଶ୍ୱର, ୦୩/୦୩: ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ବିଜେପିର ବରିଷ୍ଠ ନେତା ମନମୋହନ ସାମଲ, ସୁଜିତ କୁମାରଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେପି। ବିଜେପି କେନ୍ଦ୍ରୀୟ ନିର୍ବାଚନ ସମିତି ପକ୍ଷରୁ ନାମ ଘୋଷଣା କରାଯାଇଛି। 0 143 Share