ଭୁବନେଶ୍ୱର, ୦୫/୦୩: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ନାମାଙ୍କନ ଭରିଲେ ମନମୋହନ।
ସେହିପରି ବିଜେପିର ଦ୍ବିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ସୁଜିତ କୁମାର। ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ବରିଷ୍ଠ ନେତା ଦିଲ୍ଲୀପ ରାୟ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ନାମାଙ୍କନ ଭରିଛନ୍ତି।