ଭୁବନେଶ୍ୱର, ୧୫/୦୩: ଆଗାମୀ ୩ ଘଣ୍ଟା ପାଇଁ ୧୫ ଜିଲ୍ଲାକୁ ବର୍ଷା ଓ ପବନ ନେଇ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି଼। ଭୁବନେଶ୍ବର ସମେତ ୧୫ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି। ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, କୋରାପୁଟ ଓ ଗଞ୍ଜାମ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି଼। ଏହି ଜିଲ୍ଲା ଗୁଡ଼ିକରେ ବର୍ଷା ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।
Next Post