ଭୁବନେଶ୍ୱର, ୧୫/୦୩: ଭୁବନେଶ୍ୱର ଫେରିଲେ ମନ୍ତ୍ରୀ ସୁରେଶ ପୂଜାରୀ। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉଲ୍ଲେଖନୀୟ ସୁଧାର ଆସିବା ପରେ ଆଜି ଭୁବନେଶ୍ୱର ଫେରିଛନ୍ତି। କାଲି ରାଜ୍ୟସଭା ନିର୍ବାଚନ ପାଇଁ ଦେବେ ଭୋଟ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜସ୍ଵ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କୁ ତାଙ୍କ ସରକାରୀ ବାସଭବନରେ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଥିଲେ।
Next Post