ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉପସ୍ଥିତ By Darshana On Mar 18, 2026 113 0 ଭୁବନେଶ୍ୱର, ୧୮/୦୩: ଆଜି ଲୋକ ଭବନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟିଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏହି ସମୟରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଉପସ୍ଥିତ ଥିଲେ। ସାକ୍ଷାତ ସମୟରେ କିଛି ଗୁରୁତ୍ଵପୂର୍ଣ୍ଣ ଆଲୋଚନା କରିଛନ୍ତି। 0 113 Share