ଭୁବନେଶ୍ୱର, ୨୬/୦୩: ବିଧାୟକ ଓ ପୂର୍ବତନ ବିଧାୟକଙ୍କ ଦରମା ବୃଦ୍ଧି ଆଶା ମଉଳିଲା। ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ୍ ପ୍ରତ୍ୟାହାର ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଛନ୍ତି ବିଧାନସଭା ସଚିବ। ସଂସଦୀୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଠାରୁ ଏନେଇ ନୋଟିସ୍ ଆସିଥିବା ଜଣାଇଛନ୍ତି। ଏ ସମ୍ପର୍କିତ ବିଲ୍ ପ୍ରତ୍ୟାହାର ପାଇଁ ସଂସଦୀୟ ମନ୍ତ୍ରୀ ଚାହିଁଥିବା ଅବଗତ କରିଛନ୍ତି ସଚିବ।
Prev Post
Next Post