କେନ୍ଦୁଝର, ୨୯/୦୩: କେନ୍ଦୁଝର ବିଜେଡିକୁ ଶକ୍ତ ଝଟ୍କା। ଇସ୍ତଫା ଦେଲେ ୯ କାଉନ୍ସିଲର୍। ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା। ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନ ଦାସଙ୍କ ସମେତ ୯ ଇସ୍ତଫା ଦେଲେ। ୨ ସାଧାରଣ ସମ୍ପାଦକ ମଧ୍ୟ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।
Prev Post
Next Post