ଭୁବନେଶ୍ୱର, ୩୧/୦୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ବ ମିଳିଥିବା ବେଳେ OPTCLର CMD ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ବ ତୁଲାଇବେ।
CEO ଆର ସନ୍ଥ ଗୋପାଳନଙ୍କୁ OSBCL ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି। ପର୍ଯ୍ୟଟନ ସଚିବ ବଲୱନ୍ତ ସିଂଙ୍କୁ ନୂତନ ଭାବେ ଗଠିତ ଓଡିଶା ରାଜ୍ୟ ରାଜପଥ ପ୍ରାଧିକରଣର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।