ସ୍ବତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା

୨୩ ଜିଲ୍ଲା ପାଇଁ ଏସଡିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଘୋଷଣା

ଭୁବନେଶ୍ୱର, ୦୬/୦୩: ୨୩ ଜିଲ୍ଲା ପାଇଁ ଘୋଷଣା ହେଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ। ଅନୁଗୁଳ-ବଶିଷ୍ଠ ନାୟକ (ଅଧ୍ୟକ୍ଷ), ସୁରୁମୁଣି ଛତର (ଉପାଧ୍ୟକ୍ଷ); ବଲାଙ୍ଗିର- ବଲ୍ଲଭ ଧରୁଆ (ଅଧ୍ୟକ୍ଷ), ଜୟନ୍ତୀ ଭୋଇ (ଉପାଧ୍ୟକ୍ଷ); ବାଲେଶ୍ୱର- ବିପିନ୍‌ ମାରାଣ୍ଡି (ଅଧ୍ୟକ୍ଷ), ଝରଣା ସିଂ (ଉପାଧ୍ୟକ୍ଷ); ବରଗଡ଼- ଗୋବର୍ଦ୍ଧନ ଭୋଏ (ଅଧ୍ୟକ୍ଷ), ତିଳତ୍ତୋମା ଭୁଏ (ଉପାଧ୍ୟକ୍ଷ); ବୌଦ୍ଧ- ଡମରୁ ଧର କହଁର (ଅଧ୍ୟକ୍ଷ), ଝରଣା ଜାନି (ଉପାଧ୍ୟକ୍ଷ); ଦେବଗଡ଼- ପ୍ରଶାନ୍ତ ବେହେରା (ଅଧ୍ୟକ୍ଷ), ପ୍ରମିଳା କିଶାନ (ଉପାଧ୍ୟକ୍ଷ); ଢେଙ୍କାନାଳ- ନାଉରି ସିଂ (ଅଧ୍ୟକ୍ଷ), ସେବତୀ ଭୋଇ (ଉପାଧ୍ୟକ୍ଷ); ଗଜପତି- କାମଦେବ ବଡ଼ନାୟକ (ଅଧ୍ୟକ୍ଷ), ପଙ୍କଜିନୀ ଦଳାଇ (ଉପାଧ୍ୟକ୍ଷ); ଗଞ୍ଜାମ- ନୀଳମାଧବ ପାତ୍ର (ଅଧ୍ୟକ୍ଷ), ଲଳିତା ପ୍ରଧାନ (ଉପାଧ୍ୟକ୍ଷ); ଯାଜପୁର- ରାଜେନ୍ଦ୍ର କାନ୍ଦୁଲିଆ (ଅଧ୍ୟକ୍ଷ), ଶାନି ଜରିକା (ଉପାଧ୍ୟକ୍ଷ); ଝାରସୁଗୁଡ଼ା- ସାମଲ ନାଏକ (ଅଧ୍ୟକ୍ଷ), ସଂଯୁକ୍ତା ଓରାମ (ଉପାଧ୍ୟକ୍ଷ); କଳାହାଣ୍ଡି- ବିଜୟ ଦିଶାରୀ (ଅଧ୍ୟକ୍ଷ), ରୀନା ଭୋଇ (ଉପାଧ୍ୟକ୍ଷ); କନ୍ଧମାଳ- ମାନଗୋବିନ୍ଦ ପ୍ରଧାନ (ଅଧ୍ୟକ୍ଷ), କଳ୍ପନା କହଁର (ଉପାଧ୍ୟକ୍ଷ)।