ନୂଆଦିଲ୍ଲୀ, ୧୩/୦୪: ବିଶ୍ୱ ପ୍ରସିଦ୍ଧ ନୟାଗଡ଼ ଛେନାପୋଡ଼କୁ ମିଳିବ GI ଟ୍ୟାଗ୍ ମାନ୍ୟତା। ଏନେଇ ସୂଚନା ଦେଲେ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ। ଆସନ୍ତା ମେ ୨୮ ଓ ୨୯ ତାରିଖ ବୈଠକରେ ବିଧିବଦ୍ଧ ଘୋଷଣା ହେବ।
ଏନେଇ ମନ୍ତ୍ରୀ ପିୟୂଷ ଗୋୟାଲଙ୍କୁ ଚିଠି ଲେଖିଥିଲେ ସାଂସଦ ସମ୍ବିତ ପାତ୍ର। GI ଟ୍ୟାଗ୍ ନେଇ ଉପଯୁକ୍ତ ପଦକ୍ଷେପ ନେବେ ବୋଲି କେନ୍ଦ୍ର ମନ୍ତ୍ରୀ ଜଣାଇଛନ୍ତି।