ସୋନପୁର, ୧୭/୦୪: ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତାକାଲିଠୁ ୨୨ ଯାଏଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ଅଙ୍ଗନବାଡ଼ି, ସ୍କୁଲ, କଲେଜ, ବୈଷୟିକ ଅନୁଷ୍ଠାନ ଛୁଟି ଘୋଷଣା କରାଯାଇଛି।
ପୁର୍ବରୁ ବଲାଙ୍ଗୀର ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନକୁ ୧୮ ତାରିଖରୁ ୨୧ ଯାଏଁ ସ୍କୁଲ ଛୁଟି ଘୋଷଣା କରିଥିଲେ ଜିଲ୍ଲାପାଳ।