ଭୁବନେଶ୍ୱର, ୧୮/୦୪: ପ୍ରବଳ ଖରା ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ବୌଦ୍ଧରେ ଆଜିଠୁ ୨୨ ତାରିଖ ଯାଏଁ ସ୍କୁଲ୍ ଓ କଲେଜ୍ ଛୁଟି ଘୋଷଣା କରାଯାଇଛି। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ସକାଳ ସମୟରେ ପରୀକ୍ଷା ଅନୁଷ୍ଠିତ ହୋଇପାରିବା ନେଇ ଚିଠିରେ ଉଲ୍ଲେଖ ରହିଛି।
Prev Post