ବିଜେପି ସଂଖ୍ୟାଲଘୁ ମୋର୍ଚ୍ଚା ଜିଲ୍ଲା ସଭାପତିଙ୍କ ନାମ ତାଲିକା ଘୋଷଣା
ଘୋଷଣା କଲେ ବିଜେପି ସଂଖ୍ୟା ଲଘୁ ମୋର୍ଚ୍ଚା ରାଜ୍ୟ ସଭାପତି ଗୁରିନ୍ଦର ସିଂହ
ଭୁବନେଶ୍ୱର, ୧୮/୦୪: ବିଜେପି ସଂଖ୍ୟା ଲଘୁ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଗୁରିନ୍ଦର ସିଂହ ଆଜି ସଂଖ୍ୟାଲଘୁ ମୋର୍ଚ୍ଚା ଜିଲ୍ଲା ସଭାପତିଙ୍କ ନାମ ତାଲିକା ଘୋଷଣା କରିଛନ୍ତି।
ତାଲିକା ସଂଲଗ୍ନ କରାଗଲା:
