ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ

CRRIରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ

କଟକ, ୨୦/୦୩: ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ। କଟକ CRRIରେ ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୂଜାର୍ଚ୍ଚନା, ହୋମଯଜ୍ଞ ପରେ ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଆଜି ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ସିଏମ କିଷାନ ଟଙ୍କା ମଧ୍ୟ ବଣ୍ଟନ କରିବେ‌।