ଜଗସିଂହପୁରରେ ସକାଳୁଆ ସ୍କୁଲ

ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ

ଜଗତସିଂହପୁର, ୨୦/୦୪: ଜଗତସିଂହପୁର ଜିଲ୍ଲାରେ ସକାଳ ସାଢ଼େ ୬ରୁ ୯ଟା ପର୍ଯ୍ୟନ୍ତ ଚାଲିବ ସ୍କୁଲ୍‌। ପ୍ରଚଣ୍ଡ ତାତି ପାଇଁ ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ଜିଲ୍ଲାପାଳ।