୩୦ରେ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ

ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ହେବ ଆଲୋଚନା

ଭୁବନେଶ୍ୱର, ୨୪/୦୪: ଆସନ୍ତା ୩୦ ତାରିଖରେ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ମାତ୍ର ଦିନକ ପାଇଁ ବସିବ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ। ବିଧାନସଭା ଭବନରେ ଦିନ ୧୧ଟାରେ ବସିବ ସ୍ୱତନ୍ତ୍ର ଅଧିବେଶନ।

ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ନେଇ ଆଲୋଚନା ହେବ। ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଆଲୋଚନା ହେବ।