ବରିଷ୍ଠ ନେତା ଶ୍ରୀଯୁକ୍ତ ଐରଖାରବେଳ ସ୍ୱାଇଁଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର
ରାଜ୍ୟ ଶୃଙ୍ଖଳା କମିଟିର ଆବାହକଙ୍କ ସୂଚନା
ଭୁବନେଶ୍ୱର, ୦୩/୦୫: ଦଳୀୟ ଶୃଙ୍ଖଳା ଭଙ୍ଗ କାରଣରୁ ଦଳରୁ ନିଲମ୍ବିତ ହୋଇଥିବା ବରିଷ୍ଠ ନେତା ଶ୍ରୀଯୁକ୍ତ ଐରଖାରବେଳ ସ୍ୱାଇଁଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ ହୋଇଛି ବୋଲି ରାଜ୍ୟ ଶୃଙ୍ଖଳା କମିଟିର ଆବାହକ ଶ୍ରୀ ସୁଦର୍ଶନ ନାୟକ ସୁଚନା ଦେଇଛନ୍ତି ।