ଭୁବନେଶ୍ୱର, ୦୪/୦୫: ବଞ୍ଚିତ ସୁଭଦ୍ରା ହିତାଧିକାରୀଙ୍କୁ ମିଳିଲା ଟଙ୍କା। ୩ୟ କିସ୍ତିରୁ ବଞ୍ଚିତ ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ମିଳିଲା ଟଙ୍କା। ୬୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଗଲା।
ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆହୁରି ଲକ୍ଷେରୁ ଅଧିକ ହିତାଧିକାରୀଙ୍କ ପାଇଁ ବିଚାର ଚାଲିଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।